• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Gopapura O Anyanya Kabita

Gopapura O Anyanya Kabita

Paperback

Poetry Criticism

ISBN10: 1645606163
ISBN13: 9781645606161
Publisher: Black Eagle Books
Published: Nov 18 2024
Pages: 122
Weight: 0.36
Height: 0.29 Width: 5.50 Depth: 8.50
Language: Oriya

'ଗୋପପୁର' ଏକ ଚେତନା। ମାୟା ଓ ମାୟୋତ୍ତର, ଦେହ ଓ ଦେହୋତ୍ତର ଚେତନାର ଚିନ୍ମୟ ଚିତ୍ରଶାଳା ହେଉଛି ଗୋପପୁର। ପ୍ରାଚ୍ୟ ଦର୍ଶନରେ ଏହି ଗୋପପୁରକୁ ବିବିଧ ସ୍ତରରେ ଶରୀର ଓ ଶାରୀରିକ ସତ୍ତାସହ ସଂଯୁକ୍ତ କରି ଦେଖାଯାଇଆସିଛି। ଅଳୀକ ଶରୀର ବା ପାର୍ଥିବ, ନଶ୍ୱର ଶରୀର କଥା ଗୋପପୁର ରୂପକ ମାଧ୍ୟମରେ ଅନେକତ୍ର କୁହାଯାଇଥିଲା ବେଳେ ଅନ୍ୟତ୍ର ଏକ ଆତ୍ମିକ ଓ ଆଧ୍ୟାତ୍ମିକ ଉତ୍ତରଣ ବା ଦେହୋତ୍ତର ଉତ୍ତରଣ ଓ ଆତ୍ମ ଅନ୍ୱେଷଣ ଓ ଆତ୍ମୋପଲବ୍ôଧର ମାଧ୍ୟମ ଭାବରେ ଗ୍ରହଣ କରାଯାଇଛି। ତେବେ ସର୍ବୋପରି ଏହି 'ଗୋପପୁର'ର ସଂପର୍କ ମନ, ମସ୍ତିଷ୍କ, ଇନ୍ଦ୍ରିୟ, ଅତୀନ୍ଦ୍ରିୟ ଦେଇ ଚରମ-ପରମ ସତ୍ୟ ଆଡ଼କୁ ନେଇଯାଉଥିବା ଏକ ପ୍ରବାହୀ ଚେତନା ସହ ରହିଛି ବୋଲି କୁହାଯାଇପାରେ।

Also from

Nayak, Santosh Kumar

Also in

Poetry Criticism