Samudra Manisha
Paperback
General FictionLiterary Fiction
ISBN13: 9781645605614
Publisher: Black Eagle Books
Published: Jul 26 2024
Pages: 146
Weight: 0.43
Height: 0.34 Width: 5.50 Depth: 8.50
Language: Oriya
ଭୀମ ପୃଷ୍ଟିଙ୍କ 'ସମୁଦ୍ର ମଣିଷ' ବହିଟିକୁ ନପଢ଼ିଲେ, ଆପଣ ଜାଣିପାରିବେନି ସମସାମୟିକ ଓଡ଼ିଆ ସାହିତ୍ୟର ବାସ୍ତବ ରୂପରେଖଟି କ\'ଣ? ଜାଣିପାରିବେନି, ଉପନ୍ୟାସ ରଚନାରେ ପ୍ରାମାଣିକ ତଥ୍ୟ ଓ କଳ୍ପନାର ସମନ୍ୱୟ କିପରି ତାହାର ଶୈଳୀ ଓ ଭାବବସ୍ତୁ ନିର୍ମାଣରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି? ସମୁଦ୍ର ମଣିଷ ହେଉଛି, ସମୁଦ୍ର ଗ୍ରାସ କରିଛି ଯେଉଁ ମଣିଷମାନଙ୍କୁ, ସେଇମାନଙ୍କର ଅନ୍ତରାତ୍ମାର କୋହ, ନିଃସଙ୍ଗ ବିଳାପ, ଛିନ୍ନ ମୂଳ ହୋଇଯିବାର ଯନ୍ତ୍ରଣାକାତର, ମର୍ମଭେଦୀ ଜୀବନ ଆଲେଖ୍ୟ । ଯେପରି ଜଳବାୟୁର ବିପର୍ଯ୍ୟୟରେ ଅସହାୟ ମଣିଷର ବୁକୁଫଟା କାନ୍ଦ । ଯେପରି ବିଜ୍ଞାନ ସମୃଦ୍ଧ ଶୋଷଣମୁଖୀ ଆଧୁନିକ ସଭ୍ୟତା ଉପରେ ପ୍ରକୃତିର ପ୍ରତିଶୋଧ ।
- ମନୁଆ ଦାସ, ବରିଷ୍ଠ କବି
ଅସହାୟ ଏକ ମାନୁଷ୍ୟିକ ଅବସ୍ଥିତି ଓ ଧୀର ନିରନ୍ତର ଏକ ସାମୁଦ୍ରିକ ଆକ୍ରୋଶର କାହାଣୀ ଭିତରେ ଗଢ଼ା ହେଇଛି ଭୀମ ପୃଷ୍ଟିଙ୍କ 'ସମୁଦ୍ର ମଣିଷ' । ଏ ଉପନ୍ୟାସ ମଣିଷର ଶ୍ରେଷ୍ଠତ୍ୱର ଅହଂକାର, ପ୍ରକୃତିର ରଣହୁଂକାରରେ କେଡ଼େ ଅସହାୟ ତାକୁ ପ୍ରତିପାଦିତ କରିଛି । ଲୁଣାପାଣିର ଲବଣୋକ୍ତ ପବନ କୌଣସି ଗ୍ରାମୀଣ ଜୀବନକୁ କେମିତି ନିଷ୍କ୍ରିୟ, ଅସହାୟ କରିଦେଇପାରେ ପରି ବ୍ୟଞ୍ଜନା-ଗଭୀର ଉପସ୍ଥାପନ ଏ ଉପନ୍ୟାସର ଚମତ୍କାରିତା ।
- କଇଳାଶ ପଟ୍ଟନାୟକ, ବରିଷ୍ଠ ସାହିତ୍ୟିକ
'ସମୁଦ୍ର ମଣିଷ\'ରେ ପ୍ରକୃତି ଓ ପ୍ରଳୟର ଅସାଧାରଣ ପରିଚର୍ଚ୍ଚା ସହିତ ମଣିଷର ଅନ୍ତହୀନ ଜିଜୀବିଷା ଦେଖିବାକ
Also from
Prusty, Bhima
Also in
Literary Fiction
Elizabeth Spencer: Novels & Stories (Loa #344): The Voice at the Back Door / The Light in the Piazza / Knights and Dragons / Stories
Spencer, Elizabeth
Hardcover
James Fenimore Cooper: The Leatherstocking Tales Vol. 1 (Loa #26): The Pioneers / The Last of the Mohicans / The Prairie
Cooper, James Fenimore
Hardcover
The Underworld U.S.A. Trilogy, Volume I: American Tabloid, the Cold Six Thousand; Introduction by Thomas Mallon
Ellroy, James
Hardcover
The Strange Case of Dr. Jekyll and Mr. Hyde and Other Stories (Barnes & Noble Classics Series)
Stevenson, Robert Louis
Paperback
Johnny Panic and the Bible of Dreams: Short Stories, Prose, and Diary Excerpts
Plath, Sylvia
Paperback
Philip Roth: Novels 1967-1972 (Loa #158): When She Was Good / Portnoy's Complaint / Our Gang / The Breast
Roth, Philip
Hardcover
The Patrick Melrose Novels: Never Mind, Bad News, Some Hope, and Mother's Milk
St Aubyn, Edward
Paperback
