• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Surendra Mohantynka Khyudragalpa: Bhababastu O Shilpakala

Surendra Mohantynka Khyudragalpa: Bhababastu O Shilpakala

Paperback

Literary CriticismGeneral Education

ISBN10: 1645602923
ISBN13: 9781645602927
Publisher: Black Eagle Books
Published: Jun 28 2022
Pages: 222
Weight: 0.63
Height: 0.51 Width: 5.50 Depth: 8.50
Language: Oriya
ଓଡ଼ିଆ ସାହିତ୍ୟରେ କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କର ସ୍ଥାନ ସ୍ବତନ୍ତ୍ର। ତାଙ୍କର ବିଷୟବସ୍ତୁ ନିର୍ବାଚନ, ଚରିତ୍ର ଚିତ୍ରଣ ଏବଂ ଶବ୍ଦ ଚୟନ ସମସାମୟିକ ସାହିତ୍ୟିକମାନଙ୍କ ଠାରୁ ଭିନ୍ନ। ଶ୍ରୀଜଗନ୍ନାଥଙ୍କୁ ନେଇ ସେ ଲେଖିଥିବା 'ନୀଳଶୈଳ', 'ନୀଳାଦ୍ରି ବିଜୟ', 'କୃଷ୍ଣାବେଣୀରେ ସନ୍ଧ୍ୟା', ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ନେଇ ଲେଖିଥିବା 'କୁଳବୃଦ୍ଧ' ଓ 'ଶତାବ୍ଦୀର ସୂର୍ଯ୍ୟ' ଏବଂ ଗୌତମ ବୁଦ୍ଧଙ୍କ ଦର୍ଶନର ଭିନ୍ନ ଭିନ୍ନ ଦିଗକୁ ନେଇ ରଚନା କରିଥିବା ଅଜସ୍ର ଗଳ୍ପ-ଉପନ୍ୟାସ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ସେ ଏଭଳି ଜଣେ ବିଖ୍ୟାତ ଲେଖକ, ଯାହାଙ୍କ ଗଳ୍ପର ବାକ୍ୟଗୁଡ଼ିକ ପାଠକକୁ ରୋମା]ଞ୍ଚିତ କରେ। ସାହିତ୍ୟର ବିଭିନ୍ନ ବିଭାଗରେ ପ୍ରସିଦ୍ଧି ଅର୍ଜନ କରିଥିଲେ ମଧ୍ୟ କ୍ଷୁଦ୍ରଗଳ୍ପ ହିଁ ତାଙ୍କୁ ଗଭୀର ଆତ୍ମସନ୍ତୋଷ ଦେଇଥିବା ସୁରେନ୍ଦ୍ର ଏକାଧିକବାର କହିଛନ୍ତି। ଡକ୍ଟର ଗୌରହରି ଦାସଙ୍କ ଲିଖିତ ଏହି ବହିଟି ସୁରେନ୍ଦ୍ର ମହାନ୍ତିଙ୍କ ଗଳ୍ପ ସାହିତ୍ୟକୁ ବୁଝିବା ଦିଗରେ ଏକ ଅତ୍ୟନ୍ତ ଉପାଦେୟ ଗ୍ରନ୍ଥ। ସୁରେନ୍ଦ୍ର ମହାନ୍ତିଙ୍କ ରଚିତ ମହାନଗରୀର ରାତ୍ରି, କୃଷ୍ଣଚୂଡ଼ା, ରୁଟି ଓ ଚନ୍ଦ୍ର, ମରାଳର ମୃତ୍ୟୁ, ଦୁଇ ସୀମାନ୍ତ, ମହାନିର୍ବାଣ, ମଧୁମତ୍ତାର ରାତ୍ରି, ପିତା ଓ ପୁତ୍ର, ସାରୀପୁତ୍ତ, ଯଦୁବଂଶ ଓ ରାଜଧାନୀ ପରି ଅସଂଖ୍ୟ ଗଳ୍ପର ଅନାସକ୍ତ ଆଲୋଚନା ତାଙ୍କର ସ୍ଥାପତ୍ୟ ଓ ଭାବସ&#

Also from

Das, Gourahari

Also in

General Education